Masthead

ଶିକ୍ଷୟତ୍ରୀଙ୍କ ମାଡରେ ଛାତ୍ର ଗୁରୁତର

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):  ଶିକ୍ଷୟତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର । କାମାକ୍ଷାନଗର ମେଡିକାଲରେ ଭର୍ତ୍ତି।ଏ ଭଳି ଘଟଣା ଦେଖିବାକୁ ମିଳିଛି କାମକ୍ଷାନଗର କଙ୍କଡ଼ାହାଡ଼ ଉଚ୍ଚ ପ୍ରାଥମିକ ବିବ୍ୟାଳୟରେ । ଗୁରୁତର ଛାତ୍ର ହେଲେ ଷଷ୍ଠ ଶ୍ରେଣୀର ଛାତ୍ର ଗଣପତି ମହାନ୍ତି । ସକାଳେ ସ୍କୁଲରେ ପ୍ରାଥନା ଚାଲୁ ରହିଥିବା ବେଳେ ଶିକ୍ଷୟତ୍ରୀ ଗଣପତିଙ୍କ ଛାତିକୁ ବିଧା ମାରିଥôଲେ । ଛାତିରେ ଗୁରୁତର ଆଘାତ ଲାଗିଥିବାରୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ