ଧାରଣାରେ ବସିଲେ ଛାତ୍ରଛାତ୍ରୀ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଗଂଗାଧର ମେହେର ବିଶ୍ବ ବିଶ୍ବାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା । ରି ଆଡମିସନ ଫି ବୃଦ୍ଧି ସହ ବିଶ୍ବ ବିଦ୍ୟାଳୟର ଅନେକ ସମସ୍ୟା ନେଇ ଛାତ୍ରଛାତ୍ରୀମାନେ ଧାରଣାରେ ବସିଛନ୍ତି । ସେପଟେ ବିଶ୍ବ ବିଦ୍ୟାଳୟର ସମସ୍ତ କ୍ଲାସ ବନ୍ଦ ରହିଛି । ତେବେ ବିଶ୍ବ ବିଦ୍ୟାଳୟ କତୃପକ୍ଷ ବର୍ଧିତ ଫି’ରେ ପରିବର୍ତ୍ତନ ନକରିବା ପର୍ଯ୍ୟନ୍ତ ଧାରଣାରୁ ଉଠିବେ ନାହିଁ ବୋଲି ଛାତ୍ରଛାତ୍ରୀମାନେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!