Masthead

ତାତିରୁ ମିଳୁନି ତ୍ରାହି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳୁନି ତ୍ରାହି । ସକାଳୁ ଘରୁ ବାହିରିବା ମୁସ୍କିଲ ହୋଇପଡ଼ୁଛି । ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି । ଆହୁରି ୪ ଦିନ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଯାହାକୁ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ମଧ୍ୟ ସ୍ଥାନରେ ଘଡ଼ଘଡ଼ି ଜନିତ ବର୍ଷା ମଧ୍ୟ ହୋଇପାରେ ।

ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ଉତର ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ୪୪.୨ ଡିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ରାଜ୍ୟର ୨୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି