Masthead

ବାଣ ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବାଣ ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ । ପୂର୍ବରୁ କ୍ୟାଲକାଟା ହାଇକୋର୍ଟ ପଶ୍ଚିମବଙ୍ଗରେ ସବୁ ପ୍ରକାରର ବାଣ ଉପରେ ରୋକ ଲଗାଇଥିଲେ। ତେବେ ଆଜି ସୁପ୍ରିମକୋର୍ଟ ଏହାକୁ ପରିବର୍ତ୍ତନ କରି କେବଳ ଗ୍ରୀନ କ୍ରାକର୍ସକୁ ବ୍ୟବହାର କରିବାକୁ ଅନୁମତି ଦେଇଛନ୍ତି। ଯେଉଁ ସବୁ ସ୍ଥାନରେ ବାୟୁର ଗୁଣବତ୍ତା ଭଲ କିମ୍ବା ମଧ୍ୟମଧରଣର ରହିଛି, ସେଠାରେ ଗ୍ରୀନ କ୍ରାକର୍ସକୁ ବିକ୍ରି ଓ ବ୍ୟବହାର କରାଯାଇ ପାରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଏଏମ ଖାନୱିଲକର ଓ ଜଷ୍ଟିସ ଅଜୟ ରୋସ୍ତଗୀଙ୍କ ଖଣ୍ଡପୀଠ ଏ ସଂକ୍ରାନ୍ତରେ ନିର୍ଦ୍ଦେଶନାମା ମଧ୍ୟ ଜାରି କରିଛନ୍ତି। କୋଲକାତା ହାଇକୋର୍ଟ ଗ୍ରୀନ କ୍ରାକର୍ସ ସହ ସବୁ ପ୍ରକାରର ବାଣର ବ୍ୟବହାର ଓ ବିକ୍ରି ଉପରେ ରୋକ ଲଗାଇଥିଲେ। ଏହା ବିରୋଧରେ ବାଣ ବ୍ୟବସାୟୀମାନେ ଦୁଇଟି ପିଟିସନ ସୁପ୍ରିମକୋର୍ଟରେ ଦାଖଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା