Masthead

ବାଣ ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବାଣ ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ । ପୂର୍ବରୁ କ୍ୟାଲକାଟା ହାଇକୋର୍ଟ ପଶ୍ଚିମବଙ୍ଗରେ ସବୁ ପ୍ରକାରର ବାଣ ଉପରେ ରୋକ ଲଗାଇଥିଲେ। ତେବେ ଆଜି ସୁପ୍ରିମକୋର୍ଟ ଏହାକୁ ପରିବର୍ତ୍ତନ କରି କେବଳ ଗ୍ରୀନ କ୍ରାକର୍ସକୁ ବ୍ୟବହାର କରିବାକୁ ଅନୁମତି ଦେଇଛନ୍ତି। ଯେଉଁ ସବୁ ସ୍ଥାନରେ ବାୟୁର ଗୁଣବତ୍ତା ଭଲ କିମ୍ବା ମଧ୍ୟମଧରଣର ରହିଛି, ସେଠାରେ ଗ୍ରୀନ କ୍ରାକର୍ସକୁ ବିକ୍ରି ଓ ବ୍ୟବହାର କରାଯାଇ ପାରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଏଏମ ଖାନୱିଲକର ଓ ଜଷ୍ଟିସ ଅଜୟ ରୋସ୍ତଗୀଙ୍କ ଖଣ୍ଡପୀଠ ଏ ସଂକ୍ରାନ୍ତରେ ନିର୍ଦ୍ଦେଶନାମା ମଧ୍ୟ ଜାରି କରିଛନ୍ତି। କୋଲକାତା ହାଇକୋର୍ଟ ଗ୍ରୀନ କ୍ରାକର୍ସ ସହ ସବୁ ପ୍ରକାରର ବାଣର ବ୍ୟବହାର ଓ ବିକ୍ରି ଉପରେ ରୋକ ଲଗାଇଥିଲେ। ଏହା ବିରୋଧରେ ବାଣ ବ୍ୟବସାୟୀମାନେ ଦୁଇଟି ପିଟିସନ ସୁପ୍ରିମକୋର୍ଟରେ ଦାଖଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ