Masthead

ଯୋଗୀ ସରକାରଙ୍କ ଉପରେ ସୁପ୍ରିମକୋର୍ଟ ଅସନ୍ତୋଷ

ଲଖିମପୁର (ବଡ଼ ଖବର ବ୍ୟୁରୋ): ୟୁପି ସରକାରଙ୍କ ଉପରେ ସୁପ୍ରିମକୋର୍ଟ ଖପ୍ପା । ଲଖିମପୁର ଖେରି ହିଂସାରେ କୋର୍ଟଙ୍କ ଶୁଣାଣି । ରାଜ୍ୟ ସରକାରଙ୍କ ପଦକ୍ଷେପ ଯଥେଷ୍ଟ ନୁହେଁ ବୋଲି କହିଛନ୍ତି କୋର୍ଟ । ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ କାହିଁକି ଗିରଫ କରାଯାଇନି । ‘ଘଟଣାର ତଦନ୍ତ ସନ୍ତୋଷଜନକ ନୁହେଁ’ । ଅନ୍ୟ କୌଣସି ସଂସ୍ଥାକୁ ତଦନ୍ତ ଦାୟିତ୍ୱ ଦିଆଯାଉ ବୋଲି କହିଛନ୍ତି । ପୋଲିସର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

ଅକ୍ଟୋବର ୨୦ରେ ମାମଲାର ହେବ ପରବର୍ତ୍ତୀ ଶୁଣାଣି । ସେପଟେ ସମନ ପରେ ମଧ୍ୟ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇନାହାନ୍ତି ଆଶିଷ ମିଶ୍ରା। ଆଜି କ୍ରାଇମବ୍ରାଞ୍ଚ ନିକଟରେ ହାଜର ପାଇଁ ତାଙ୍କୁ ସମନ ହୋଇଥିଲା। ସକାଳ ୧୦ ସୁଦ୍ଧା ତାଙ୍କୁ କ୍ରାଇମବ୍ରାଞ୍ଚ ଅଫିସରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଆଶିଷଙ୍କ ପତ୍ତା ମିଳୁନଥିବା ବେଳେ ତାଙ୍କ ଘର ଆଗରେ ନୋଟିସ ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା