Masthead

ଇମ୍ରାନଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି । ଇମ୍ରାନ ଖାନଙ୍କୁ ମୁକ୍ତି ଲାଗି ସୁପ୍ରିମକୋର୍ଟ ଦେଇଛନ୍ତି ନିର୍ଦ୍ଦେଶ । ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଇମ୍ରାନ ଖାନଙ୍କୁ ଅବୈଧ ଘୋଷଣା କରିଥିଲେ ପାକିସ୍ତାନ ସୁପ୍ରିମକୋର୍ଟ । ଏକ ଘଣ୍ଟା ମଧ୍ୟରେ ଅଦାଲତରେ ହାଜର କରିବା ଲାଗି ଜଷ୍ଟିଶ ମିନଲ୍ଲାହ ଗୃହମନ୍ତ୍ରାଳୟକୁ ନିର୍ଦ୍ଦେଶ ଦେଇଥିଲେ ।

ଇମ୍ରାନଙ୍କ ଗିରଫଦାରୀ ପରେ ସମଗ୍ର ପାକିସ୍ତାନକୁ ଅଶାନ୍ତ ହୋଇପଡ଼ିଛି । ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ରାଜଧାନୀ ଇସଲାମବାଦ ସମେତ ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । କୋର୍ଟ ପରିସରରେ ଅଦାଲତଙ୍କ ବିନା ଅନୁମତିରେ ଇମ୍ରାନଙ୍କୁ ଗିରଫ କରିବା ଅବମାନନା ବୋଲି କହିଛନ୍ତି କୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି