Masthead

ରୁଟିନ୍ ଆରେଷ୍ଟ ଉପରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଚିନ୍ତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଟିନ୍ ଆରେଷ୍ଟ ଉପରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଚିନ୍ତା । ପୁଲିସର ନିୟମିତଦାରୀ(ରୁଟିନ୍ ଆରେଷ୍ଟକୁ) ନେଇ ସର୍ବୋଚ୍ଚ ଅଦାଲତ ଚିନ୍ତାବ୍ୟକ୍ତ କରିଛନ୍ତି । ଜଷ୍ଟିସ ସଂଜୟ କିଶନ କୌଲ ଓ ଜଷ୍ଟିସ ହୃଷିକେଶ ରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ତଦନ୍ତରେ ସହଯୋଗ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରାଯିବ ନାହିଁ ।

କାରଣ ଗିରଫଦାରୀ ଦ୍ୱାରା ବ୍ୟକ୍ତିର ପ୍ରତିଷ୍ଠା ଓ ସମ୍ମାନ ଉପରେ କ୍ଷତି ପହଞ୍ଚଥାଏ । ନିର୍ଦ୍ଦିଷ୍ଟ ଦଫାରେ ଗିରଫଦାରୀକୁ ଆଇନ ଅନୁମତି ଦେଉଥିଲେ ମଧ୍ୟ ଅଭିଯୁକ୍ତ ତଦନ୍ତରେ ସହଯୋଗ କରୁଛନ୍ତି କି ନାହିଁ ପ୍ରଥମେ ପୋଲିସ ତାହାକୁ ଦେଖିବା ଆବଶ୍ୟକ । ୧୯୯୪ ରେ ଏ ସର୍ମ୍ପକରେ ସୁପ୍ରିମକୋର୍ଟ ଏ ସମ୍ବନ୍ଧୀୟ ସୂଚନା ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା