Masthead

ରୁଟିନ୍ ଆରେଷ୍ଟ ଉପରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଚିନ୍ତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଟିନ୍ ଆରେଷ୍ଟ ଉପରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଚିନ୍ତା । ପୁଲିସର ନିୟମିତଦାରୀ(ରୁଟିନ୍ ଆରେଷ୍ଟକୁ) ନେଇ ସର୍ବୋଚ୍ଚ ଅଦାଲତ ଚିନ୍ତାବ୍ୟକ୍ତ କରିଛନ୍ତି । ଜଷ୍ଟିସ ସଂଜୟ କିଶନ କୌଲ ଓ ଜଷ୍ଟିସ ହୃଷିକେଶ ରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ତଦନ୍ତରେ ସହଯୋଗ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରାଯିବ ନାହିଁ ।

କାରଣ ଗିରଫଦାରୀ ଦ୍ୱାରା ବ୍ୟକ୍ତିର ପ୍ରତିଷ୍ଠା ଓ ସମ୍ମାନ ଉପରେ କ୍ଷତି ପହଞ୍ଚଥାଏ । ନିର୍ଦ୍ଦିଷ୍ଟ ଦଫାରେ ଗିରଫଦାରୀକୁ ଆଇନ ଅନୁମତି ଦେଉଥିଲେ ମଧ୍ୟ ଅଭିଯୁକ୍ତ ତଦନ୍ତରେ ସହଯୋଗ କରୁଛନ୍ତି କି ନାହିଁ ପ୍ରଥମେ ପୋଲିସ ତାହାକୁ ଦେଖିବା ଆବଶ୍ୟକ । ୧୯୯୪ ରେ ଏ ସର୍ମ୍ପକରେ ସୁପ୍ରିମକୋର୍ଟ ଏ ସମ୍ବନ୍ଧୀୟ ସୂଚନା ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ