Masthead

ସ୍ଥଗିତ ହେଲା ସରପଞ୍ଚ ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ସରପଞ୍ଚ ମହାସଂଘର ଆନ୍ଦୋଳନ ସ୍ଥଗିତ ହେଲା । ରାଜ୍ୟ ସରକାରଙ୍କୁ ୧ ମାସର ମହଲତ ଦେଲା ସଂଘ । ଆଜି ସରକାରଙ୍କ ସହ ମହାସଂଘର ଆଲୋଚନା । ବୈଠକରେ ସମସ୍ୟା ସ୍ଥାୟୀ ସମାଧାନ ହେବା ଆଶା । ୧୫ ଦଫା ଦାବିେରେ ଆନ୍ଦୋଳନ କରିଥିଲା ସରପଞ୍ଚ ମହାସଂଘ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ