Masthead

ରାଜଧାନୀରେ ବୁଲିଲା ଖଣ୍ଡା, ଦିନଦ୍ୱିପହରରେ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁବୁର୍ତ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା । ଦିନ ଦ୍ୱିପହରରେ ମାଷ୍ଟର କ୍ୟାଣ୍ଟିନ ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁବୁର୍ତ୍ତ । ଗୁରୁତର ଅବସ୍ଥାରେ ଆହାତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ତେବେ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆକ୍ରମଣ ପଛର କାରଣ କ’ଣ ତାହା ଏଯାଏଁ ଜଣାପଡି ନାହିଁ । ମାଷ୍ଟରକ୍ୟାଣ୍ଟିନ ଭଳି ଜନଗହଳି ପୂର୍ଣ୍ଣ ସ୍ଥାନରେ  ଦୁବୁର୍ତ୍ତ ଏଭଳି କାଣ୍ଡ ଘଟାଇବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା