Masthead

ଆଜିଠୁ ଆରମ୍ଭ ହେବ ଟି୨୦ ୱାର୍ଲଡ କପ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ଟି୨୦ ୱାର୍ଲଡ କପ୍ । ଓମାନ ଓ ୟୁଏଇରେ ଆୟୋଜିତ ହେବ ମ୍ୟାଚ୍ । ୧୬ ଦଳୀୟ ପ୍ରତିଯୋଗିତାରେ ମୋଟ ୪୫ଟି ମ୍ୟାଚ ଖେଳାଯିବ । ଆସନ୍ତାକାଲି ପ୍ରାରମ୍ଭିକ ପର୍ଯ୍ୟାୟରେ ୨ଟି ମ୍ୟାଚରେ ଆୟୋଜିତ ଓମାନକୁ ପାପୁଆ ନ୍ୟୁଗିନି ଏବଂ ଦ୍ୱିତୀୟ ମ୍ୟାଚର ବାଂଲାଦେଶକୁ ସ୍କଟଲାଣ୍ଡ ଭେଟ୍ୱ । ଏହାର ସୁପର ୧୨ପର୍ଯ୍ୟାୟ ଆସନ୍ତା ୨୩ରୁ ଖେଳାଯିବ । ଏଥରର ବିଶ୍ବକପରେ ମୋଟ ୪୨ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯିବ।

ବିଜେତା ୧୨ କୋଟି ଏବଂ ଉପବିଜେତା ୬ କୋଟି ଟଙ୍କାର ଆର୍ଥିକ ପୁରସ୍କାର ପାଇବେ। ୨୦୦୭ରୁ ଆରମ୍ଭ ହୋଇଥିବା ଟ୍ବେଣ୍ଟି-୨୦ ବିଶ୍ବକପର ସଫଳତମ ଦଳ ହେଉଛି ୱେଷ୍ଟଇଣ୍ଡିଜ୍ (୨)। ଭାରତ (୨୦୦୭), ପାକିସ୍ତାନ (୨୦୦୯), ଇଂଲଣ୍ଡ (୨୦୧୦) ଓ ଶ୍ରୀଲଙ୍କା (୨୦୧୪) ଥରେ ଲେଖାଏଁ ଏହାକୁ ଜିତିଛନ୍ତି। ୱେଷ୍ଟଇଣ୍ଡିଜ୍ ଏଥର ଟ୍ରଫି ବଜାୟ ରଖିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ଅନ୍ୟତମ ଦାବିଦାର ଭାରତ ଦ୍ବିତୀୟ ଥର ପାଇଁ ବିଜେତା ହେବା ଲାଗି ଚେଷ୍ଟା କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ