Masthead

ବିଦେଶୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ତାଲିବାନ ରାଜି

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ଅନ୍ତରୀଣ ସରକାର ଗୁରୁବାର ୨୦୦ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ଅନୁମତି ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଅନେକ ଆମେରୀକୀୟ ଅଛନ୍ତି । କାବୁଲ ଏୟାରପୋର୍ଟରୁ କତାରର ଏକ ବିମାନରେ ସେମାନେ ଆମେରିକା ଯାଇଛନ୍ତି । ଅଗଷ୍ଟ ୧୫ରେ ଇସଲାମୀୟ ବିଦ୍ରୋହୀ କାବୁଲ ଦଖଲ କରବାପରେ ଉକ୍ତ ବିମାନବନ୍ଦରରୁ ପ୍ରଥମ ଥର ପାଇଁ ଅନ୍ତର୍ଜାୟୀତ ବିମାନ ଚଳାଚଳ କରିଛି ।

ଏହା ପୂର୍ବରୁ ଆମେରିକା ନେତୃତ୍ୱାଧୀନ ସାମରିକ ମେଣ୍ଟ ୧,୨୪,୦୦୦ ବିଦେଶୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାସ୍ତର କରିଥିଲା । ଆମେରିକାର ସ୍ୱତନ୍ତ୍ର ପ୍ରତିନିଧି ଜଲମେ ଖାଲିଦଜାଦଙ୍କୁ ଆଫଗାନିସ୍ତାନ ଛାଡ଼ିବା ପାଇଁ ତାଲିବାନର ଅନୁମତି ମିଳିଛି ବୋଲି ଆମେରିକା ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା