ବ୍ଳାଙ୍କ ଫାୟାରିଂ କରି ସେଲିବ୍ରେସନ କରୁଛି ତାଲିବାନ

(ବଡ଼ ଖବର ବ୍ୟୁରୋ): ତାଲିବାନ କବ୍ଚାରେ କାବୁଲ୍ ଏୟାରପୋର୍ଟ । ଭୟରରେ ଅନେକ ଦେଶବସୀ ଦେଶଛାଡ଼ି ଚାଲିଯାଉଛନ୍ତି । କାବୁଲ ବିମାନବନ୍ଦରରେ ଦିନକୁ ଦିନ ସ୍ଥିତି ଅତି ଭୟଙ୍କର ହେବାରେ ଲାଗିଛି । ଦେଶ ଛାଡ଼ିବାକୁ ତାଲିବାନ ଦେଇଥିବା ସମୟ ଅଗଷ୍ଟ ୩୧ ହୋଇଥିବାବେଳ ଧାର୍ଯ୍ୟ ସମୟର ୨୪ଘଣ୍ଟା ପୂର୍ବରୁ ଆମେରିକା ସେନା ଦେଶ ଛାଡ଼ିବା ପରେ କାବୁଲ୍ ଏୟାରପୋର୍ଟକୁ ଦଖଲକୁ ନେଇଛି ତାଲିବାନ ।

କାବୁଲ ଏୟାରପୋର୍ଟ ଦଖଲ ପରେ ସେଲିବ୍ରେସନ କରିଛି ତାଲିବାନ ଗୋଷ୍ଠୀ । ଆକାଶକୁ ବ୍ଳାଙ୍କ ଫାୟାରିଂ କରି ସେଲିବ୍ରେସନ କରୁଛି ତାଲିବାନ । ଘୋଷଣା ଅନୁଯାୟୀ ୨୦ ବର୍ଷ ପରେ ଆମେରିକା ସେନା ଆଫଗାନିସ୍ତାନରୁ ସଂପୂର୍ଣ୍ଣ ଓହରି ଆସିଛନ୍ତି । ଶାନ୍ତି ରକ୍ଷା ପାଇଁ ଆଫଗାନିସ୍ତାନ ଯାଇଥିବା ଆମେରିକା ସେନାଙ୍କ ମଧ୍ୟରୁ ୨୪୬୧ ଜଣ ପ୍ରାଣ ହରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’