Masthead

ସରକାର ଗଠନ କରିବା ନିଷ୍ପତ୍ତିକୁ ସପ୍ତାହେ ଘୁଞ୍ଚାଇଲା ତାଲିବାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଘୁଞ୍ଚାଇଲା ତାଲିବାନ । ଆସନ୍ତା ସପ୍ତାହରେ ଆଫଗାନିସ୍ତାନରେ ସରକାର ଗଠନ କରିବ ତାଲିବାନ । ଏ ସମ୍ପର୍କରେ ତାଲିବାନ ପକ୍ଷରୁ ଏକ ସରକାରୀ ବିବୃତ୍ତି ଜାରି କରାଯାଇଛି । ତେବେ ସରକାର ଗଠନ ସମ୍ପର୍କରେ ଆଜିର

ବୈଠକ ପରେ ସରକାର ଗଠନ ସହିତ ସରକାରରେ ଯୋଗଦେଉଥିବା ଲୋକଙ୍କ ନାମ ମଧ୍ୟ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ଅପରପକ୍ଷେ ତାଲିବାନର ସହ ସଂସା୍ଥପକ ମୁଲ୍ଲା ବରାଦର ଏହି ନୂତନ ସରକାରର ନେତୃତ୍ୱ ନେଇପାରନ୍ତି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’