Masthead

ଗର୍ଭବତୀ ପୁଲିସ ଅଧିକାରୀଙ୍କୁ ଗୁଳି କଲେ ତାଲିବାନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ବରତାର ସୀମା ଟପିଛି ତାଲିବାନ । ତାଲିବାନ କେତେ କ୍ରୁର ହୋଇପାରେ ଏହାର ଏକ ଉଦାହରଣ ଦେଖିବା ପାଇଁ ମିଳିଛି । ତେବେ ଜଣେ ଗର୍ଭବତୀ ମହିଳା ପୁଲିସ ଅଧିକାରୀଙ୍କୁ ସ୍ୱାମୀ ଆଗରେ ଗୁଳି କରିଥିବାର ଘଟଣା ସାମ୍ନାକୁ ଆସିଛି । ଏ ଘଟଣା ସାମ୍ନାକୁ ଆସିବା ପରେ ସାରା ବିଶ୍ୱ ସ୍ତବ୍ଧ ହୋଇପଡିଛି ।

ଅଧିକାରୀ ଜଣଙ୍କ ଛାଡି ଦେବାକୁ ଘୁହାରୀ କରୁଥିଲେ ମଧ୍ୟ ତାଲିବାନୀଙ୍କର କଠୋର ହୃଦୟ ତରଳି ନଥିଲା । ଅପରପକ୍ଷରେ ଅଧିକାରୀଜଣଙ୍କ ଆଫଗାନିସ୍ତାନର ଘୋର ପ୍ରୋଭିଜନର ଫିରୋଜ ଅଞ୍ଚଳରେ କାର୍ଯ୍ୟରତ ଥିବାର ସୂନଚା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ