Masthead

ହୋମୱାର୍କ କରିନଥିବାରୁ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ଶିକ୍ଷକ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ଛାତ୍ରଙ୍କୁ ବାଡ଼େଇ ବାଡ଼େଇ ମାରିଦେଲେ ଶିକ୍ଷକ । ଏଭଳି ଅଭାବନୀୟ ଘଟଣା ଘଟିଛି ରାଜସ୍ଥାନର ଚୁରୁ ଜିଲ୍ଲା ସଲସର ଗ୍ରାମରେ । ଘରୋଇ ସ୍କୁଲ୍‌ରେ ପଢ଼ୁଥିବା ଜଣେ ୧୩ ବର୍ଷୀୟ ଛାତ୍ରଙ୍କୁ ଜଣେ ଶିକ୍ଷକ ଅତି ନିର୍ଦ୍ଦୟ ଭାବେ ବାଡ଼େଇ ବାଡ଼େଇ ମାରି ଦେଇଛନ୍ତି। ହୋମୱାର୍କ କରିନଥିବାରୁ ତାଙ୍କୁ ବାଡ଼େଇ ଥିଲେ ଶିକ୍ଷକ । ଛାତ୍ର ଜଣଙ୍କ ତଳେ ପଡ଼ି ଯାଇ ବେହୋସ ହୋଇଯାଇଥିଲେ। ସଙ୍ଗେସଙ୍ଗେ ତାଙ୍କୁ ହସ୍ପିଟାଲ୍‌ ନିଆଯାଇଥିଲା । କିନ୍ତୁ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।

ମୃତ ଛାତ୍ର ହେଲେ ଗଣେଶ ଶର୍ମା ଏବଂ ଅଭିଯୁକ୍ତ ଶିକ୍ଷକଙ୍କ ନାମ ମନୋଜ କୁମାର। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତ ଶିକ୍ଷକକୁ ଗିରଫ କରିଛନ୍ତି । ଉକ୍ତ ଘଟଣାରେ ଅଧିକ ତଦନ୍ତ ଜାରି ରହିଛି। ଗଣେଶ ଶର୍ମା ସପ୍ତମ ଶ୍ରେଣୀରେ ପଢ଼ୁଥିଲେ। ସେ ହୋମ୍‌ୱାର୍କ ଶେଷ କରିନଥିବାରୁ ତାଙ୍କୁ ଶିକ୍ଷକ ମନୋଜ କୁମାର ଅତି ନିର୍ମମ ଭାବେ ପ୍ରହାର କରିଥିବା ସଂକ୍ରାନ୍ତ ସମସ୍ତ ପ୍ରମାଣ ମିଳିଛି ଏବଂ ଶିକ୍ଷକ ଜଣଙ୍କ ମଧ୍ୟ ଏହା ସ୍ବୀକାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା