ଅଭିନୟ ଦ୍ୱାରା ରାଜ୍ୟ ସରକାରଙ୍କୁ ଅବଗତ କରାଇଲେ ଶିକ୍ଷକ

ଆସ୍କା(ବଡ଼ ଖବର ବ୍ୟୁରୋ): ତିନି ଦଫା ଦାବି ନେଇ ପାଠ ପଢା ଛାଡି ପ୍ରାଥମିକ ଶିକ୍ଷକ ସମୂହ ଛୁଟିରେ । ଚକୁଳିଆ ପଣ୍ଡା ବେଶରେ ରାଜ୍ୟ ସରକାରଙ୍କୁ କଲେ ଅଭିନବ ପ୍ରତିବାଦ । ଠିକା ନିଯୁକ୍ତି ବାତିଲ, ୨୦୧୯ କ୍ୟାଡର ରୁଲ ସଂଶୋଧନ, ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ ଓ ପୁରୁଣା ପେନସନ ଲାଗୁ ଭଳି ତିନି ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ ଓହ୍ଲାଇଛନ୍ତି ।

 

ଗତ ୮ ତାରିଖରୁ ଶିକ୍ଷକ ମାନେ ବ୍ଲକ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି । ସୋମବାର ଠାରୁ ସାମୂହିକ ଛୁଟିରେ ରହିଛନ୍ତି । ଏନେଇ ପ୍ରାଥମିକ ସ୍କୁଲରେ ପାଠ ପଢା ଠପ ହୋଇଛି । ଚକୁଳିଆ ପଣ୍ଡା ବେଶରେ ସରକାରଙ୍କୁ ଅଭିନବ ରୁପେ ପ୍ରତିବାଦ କରିଛନ୍ତି ଧରାକୋଟ ପ୍ରାଥମିକ ଶିକ୍ଷକ ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ