Masthead

କଦଳୀ ଗଛରେ ଢେରା ଦେବା ପାଇଁ କାଠ ଆଣିବାକୁ ପଠାଇଲେ ଶିକ୍ଷକ

ପାଲଲହଡା (ବଡ଼ ଖବର ବ୍ୟୁରୋ): ପାଠ ବଦଳରେ ଛାତ୍ରଙ୍କୁ ଜଙ୍ଗଲକୁ କାଠ ବୁହାଇବା ପାଇଁ ପଠଉଛନ୍ତି ଶିକ୍ଷକ । ଏପରି ଏକ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ପାଳଲହଡା ବ୍ଲକ ଚଷା ଗୁରୁଜାଙ୍ଗ ପଞ୍ଚାୟତ ସୁସବ ଗ୍ରାମରେ ଥିବା ସୁସବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ଛାତ୍ରଙ୍କୁ ପାଠ ବଦଳରେ ଜଙ୍ଗଲରୁ କାଠ ବୁହାଉଛନ୍ତି ଶିକ୍ଷକ ।

ସ୍କୁଲରେ ଥିବା କଦଳୀ ଗଛରେ ଡେରା ଦେବାପାଇଁ ଦୁଇ ଛାତ୍ରଙ୍କୁ ସ୍କୁଲ ଠାରୁ ଦୁଇ କିମି ଦୂର ଜଙ୍ଗଲକୁ ଯାଇ କାଠ ଆଣିବାକୁ ପଠେଇଥିଲେ ଶିକ୍ଷକ । ଯାହାକୁ ନେଇ ଅଭିଭାବକ ଓ ଶିକ୍ଷକଙ୍କ ମଧ୍ୟରେ ବହୁ ସମୟ ଯୁକ୍ତିତର୍କ ହୋଇଥିଲା ଏହି ଘଟଣାକୁ ବ୍ଲକ୍ ଶିକ୍ଷା ଅଧିକାରୀ ପୁରୁଷୋତ୍ତମ ବେହେରା ସ୍ବୀକାର କରିବା ସହିତ ଉକ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରା ଯାଇଛି ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ