Masthead

ପ୍ରଥମ ଡେଲ୍ଟା ପ୍ଲସ ଭାରିଆଣ୍ଟଙ୍କ ସ୍ୱାସ୍ଥାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଗଲା ଟିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ହୋଇଛନ୍ତି ପ୍ରଥମ ଡେଲ୍ଟା ପ୍ଲସ ଭାରିଆଣ୍ଟ ରୋଗୀ । ଏହାପରେ ଏବେ ଓଡ଼ିଶା ସରକାରଙ୍କ ଚିନ୍ତା ବଢ଼ିଛି । ଡେଲ୍ଟା ପ୍ଲସ ଚିହ୍ନଟ ହୋଇଥିବା ପ୍ରଥମ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବାକୁ ଦେବଗଡ଼ ଯାଇଛନ୍ତି ଏପିଡୋମିଓଲୋଜି ଟିମ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା କେମିତି ରହିଛି, ସେ କାହା ସହ ମିଶିଥିଲେ, ଯେଉଁମାନଙ୍କ ସହ ମିଶିଛନ୍ତି ସେମାନେ ସଂକ୍ରମିତ ହୋଇଛନ୍ତି କି ନାହିଁ? ସେମାନଙ୍କ ସ୍ୱାସ୍ଥାବସ୍ଥା କିପରି ରହିଛି । ଟିକା ନେଇଛନ୍ତି କି ନା ଏବାବଦରେ ଯାଞ୍ଚ କରିବ ଏହି ଟିମ ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଡେଲଟା ପ୍ଲସ ଚିହ୍ନଟ ହୋଇଥିବା ବ୍ୟକ୍ତି ମାର୍ଚ୍ଚ ୩୦ ତାରିଖରେ ଟିକା ନେଇଥିଲେ । ପରେ ଜଣେ କରୋନା ରୋଗୀଙ୍କ ସଂସ୍ପର୍ଷରେ ଆସି ସଂକ୍ରମିତ ହୋଇଥିଲେ । ତେବେ ତାଙ୍କର କିଛି ଲକ୍ଷଣ ନଥିଲା । ମେ ମାସରେ ତାଙ୍କର ସମ୍ପୂର୍ଣ୍ଣ ଜେନମ ସୁକ୍ୟୁଏନ୍ସି ପାଇଁ ପଠାଯାଇଥିଲା । ଟିକା ନେଇଥିବା କାରଣରୁ ତାଙ୍କର କୌଣସି ଲକ୍ଷଣ ଦେଖାଦେଇନଥିବା ସୂଚନା ମିଳିଛି । ତେବେ ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି । ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼