Masthead

ଫିଲ୍ମ ‘ଘୁମର’ରେ କୋଚ୍ ହେବେ ଅଭିଷେକ ବଚ୍ଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତା ଅଭିଷେକ ବଚ୍ଚନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଘୁମର’ର ଟିଜର ରିଲିଜ ହୋଇସାରିଛି । ଏହି କିଛି ସେକେଣ୍ଡର ଟିଜରରେ ଅଭିଷେକଙ୍କୁ କୋଚ୍ ଭାବେ ଦେଖିବାକୁ ମିଳିଥିଲା । ‘ଘୁମର’ଏକ ପାରାପ୍ଲେଜିକ ଖେଳାଳିଙ୍କ ଜୀବନର ପ୍ରେରଣାଦାୟୀ କାହାଣୀ । ଏହି ଫିଲ୍ମର ଟିଜର ଦମଦାର ହେବା ସହ ଫ୍ୟାନ୍ସମାନଙ୍କୁ କୁବ ପସନ୍ଦ ମଧ୍ୟ ଅସିଛି । ଫିଲ୍ମର ଟିଜରରେ ଅଭିଷେକ ବଚ୍ଚନଙ୍କ ଲୁକ ଅତ୍ୟନ୍ତ ପ୍ରଭାବଶାଳୀ ହୋଇଛି । ଶାୟାମୀ ଖେର ଜଣେ ମହିଳା କ୍ରିକେଟରଙ୍କ ଭୂମିକାରେ ଅଭିନୟ କରୁଛନ୍ତି ।

ଅଭିଷେକ ବଚ୍ଚନ ଏହି ଟିଜରକୁ ନିଜ ଅଫିସିଆଲ ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି । ଅଭିଷେକ ବଚ୍ଚନ ଏବଂ ଶାୟାମୀ ଖେରଙ୍କ ବ୍ୟତୀତ ଏହି ଚଳଚିତ୍ରରେ ଶାବାନା ଅଜମୀ ଙ୍କୁ ମଧ୍ୟ ଦେଖିବାକୁ ମିଳିବ । ଖବର ଅନୁଯାୟୀ, ମେଗାଷ୍ଟାର ଅମିତାଭ ବଚ୍ଚନ ମଧ୍ୟ ଫିଲ୍ମରେ ନଜର ଆସିବେ । ଏହି ଚଳଚ୍ଚିତ୍ରର ନିଦେ୍ର୍ଦଶନା ଦେଇଛନ୍ତି ଆର ବାଲ୍କି । ଏହାପୂର୍ବରୁ ଅମିତାଭ ଆର ବାଲ୍କିଙ୍କ ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ