Masthead

ଦନ୍ତା ଦଳିଦେଲା

ତେଲକୋଇ (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଜଣେ ମୃତ । ତେଲକୋଇ ବନାଞ୍ଚଳ ଦୋବଲାପାଳ ପଂଚାୟତ ବାଂଶପାଳ ଜୁଆଙ୍ଗ ସାହିରେ ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଯୁବକ ହେଲେ ମକ୍ରୁ ନାଏକ (୫୫)। ଆଜି ସକାଳୁ ଘର ପାଖ ପଡିଆକୁ ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଶୀକାର ହୋଇଥିଲେ ।

ଏହି ଘଟଣା ପରେ ଗ୍ରାମରେ ସାମାନ୍ୟ ଉତେଜନା ପ୍ରକାଶ ପାଇଛି । ତେବେ ଏହି ବାନାଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଜନ ବସତି ମୁହାଁ ହୋଇ ଘର ଦ୍ଵାର ଭାଙ୍ଗି ବ୍ୟାପକ ନଷ୍ଟ କରୁଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଉଥିଲେ ସୁଦ୍ଧା ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେଉନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ