Masthead

ଦନ୍ତା ଦଳିଦେଲା

ତେଲକୋଇ (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଜଣେ ମୃତ । ତେଲକୋଇ ବନାଞ୍ଚଳ ଦୋବଲାପାଳ ପଂଚାୟତ ବାଂଶପାଳ ଜୁଆଙ୍ଗ ସାହିରେ ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଯୁବକ ହେଲେ ମକ୍ରୁ ନାଏକ (୫୫)। ଆଜି ସକାଳୁ ଘର ପାଖ ପଡିଆକୁ ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଶୀକାର ହୋଇଥିଲେ ।

ଏହି ଘଟଣା ପରେ ଗ୍ରାମରେ ସାମାନ୍ୟ ଉତେଜନା ପ୍ରକାଶ ପାଇଛି । ତେବେ ଏହି ବାନାଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଜନ ବସତି ମୁହାଁ ହୋଇ ଘର ଦ୍ଵାର ଭାଙ୍ଗି ବ୍ୟାପକ ନଷ୍ଟ କରୁଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଉଥିଲେ ସୁଦ୍ଧା ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେଉନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ