Masthead

ତହସିଲ କାର୍ଯ୍ୟାଳୟ ତାଲା ପକାଇଲେ ଆଇନଜୀବୀ

ଜଟଣୀ (ବଡ଼ ଖବର ବ୍ୟୁରୋ): ଜଟଣୀ ତହସିଲଦାରଙ୍କ କାର୍ଯ୍ୟାଳୟ କୁ ତାଲା ପକେଇଲେ ଆଇନଜୀବୀ। ବିଭିନ୍ନ ସମସ୍ୟା କୁ ନେଇ ଆଜି ଆଇନଜୀବୀମାନେ ଏକାଠି ହୋଇ ଜଟଣୀ ତହସିଲ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି । ସରକାର ବିଭିନ୍ନ ପ୍ରମାଣପତ୍ର ସହ ଜମିର ଦାଖଲ ଖାରଜ କେସ, କିସମ ପରିବର୍ତ୍ତନ କେସ ପାଇଁ ସମୟ ସୀମା ଧାର୍ଯ୍ୟ କରିଛନ୍ତି ।

କିନ୍ତୁ ଜଟଣୀ ତହସିଲ ରେ କୌଣସି କାମ ସମୟରେ ହେଉନାହିଁ। ଅଭିଯୋଗ କରିବାକୁ ତହସିଲ ଆସିଲେ ଖୋଦ ତହସିଲଦାର ଅଫିସ ରେ ରହୁନାହାନ୍ତି । ସରକାର ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି। ଘଟଣା ବିଷୟରେ ତହସିଲଦାର କହିଛନ୍ତି ସମୟ ଭିତରେ ସବୁ କାମ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର