Masthead

ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ । କିଛି ଦିନ ହେବ ସାରା ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଏହାରି ଭିତରେ କୁହୁଡି ବଢିଛି । ବିଭିନ୍ନ ସ୍ଥାନରେ କୁହୁଡି ବଢିଥିବା ଦେଖିବାକୁ ମିଳିଛି । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଂଚଳରେ ଦେଖାଦେଇଛି ଘନ କୁହୁଡି । ଏପରି ଘନ କୁହୁଡି ଯୋଗୁଁ ୧୦ ମିଟର ପର୍ୟ୍ୟନ୍ତ ରାସ୍ତା ଦେଖାଯାଉନାହିଁ । ସତେ ଯେପରି ଧଳା ଚାଦର ଆସ୍ତରଣରେ ଢାଙ୍କି ହୋଇପଡିଛି ବଣାଇ ଅଂଚଳ । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଜି ଓ ଆସନ୍ତାକାଲି ଏହି କୁହୁଡି ଅନୁଭୂତି ହେବ ବୋଲି ସଦ୍ୟ ରିପୋର୍ଟ ଆଧାରରେ ପାଣିପାଗ କେନ୍ଦ୍ର ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି