Masthead

୪୪ ଡିଗ୍ରୀ ଛୁଇଁପାରେ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ତିନିଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିଯିବ । ୯ ତାରିଖରେ ତାତି ୪୪ ଡିଗ୍ରୀ ଛୁଇଁପାରେ । ଆଗକୁ ଭୀଷଣ ଗ୍ରୀଷ୍ମପ୍ରବାହ ସହିତ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪୪ ଡିଗ୍ରି ପହଞ୍ଚିପାରେ ତାତି। ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିପାରେ ।

ସେହିପରି ପଶ୍ଚିମ ଓଡ଼ିଶାରେ ଅନ୍ୟ କିଛି ଜିଲ୍ଲାରେ ୪୦ ଡିଗ୍ରି ଉପରେ ରହିପାରେ ତାପମାତ୍ରା । ଏହାସହ ଉପକୂଳ ଓଡ଼ିଶାର ମଧ୍ୟ ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ତେବେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା