Masthead

ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରାଯାଇଛି । ୧୫ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ପାଇଁ ହିଟ୍‌ୱେଭ୍ ଜାରି ହୋଇଛି । ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗୀରକୁ ହିଟ୍‌ୱେଭ୍ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାକୁ ହିଟ୍‌ୱେଭ୍ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ