Masthead

ପୁଣି ବଢିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ଆସନ୍ତାକାଲିଠୁ ସମଗ୍ର ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ହେବ । କିଛି ଅଞ୍ଚଳରେ ସର୍ବାଧିକ ଏହା ୪୫ ଡିଗ୍ରୀ ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ତାତି ଅସହ୍ୟ ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ ।

ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗୀରକୁ ହିଟ୍‌ୱେଭ୍ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାକୁ ହିଟ୍‌ୱେଭ୍ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ତଥା ଉତ୍ତର ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ସାମାନ୍ୟ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି