Masthead

ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରାଯାଇଛି । ୧୫ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ପାଇଁ ହିଟ୍‌ୱେଭ୍ ଜାରି ହୋଇଛି । ସେହିପରେ ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗୀରକୁ ହିଟ୍‌ୱେଭ୍ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାକୁ ହିଟ୍‌ୱେଭ୍ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ