ଜୁଲାଇ ୨୫ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଜୁଲାଇ ୨୫ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି । ତେବେ ରଥଯାତ୍ରା ଭଳି ଏଥର ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା। ରଥଯାତ୍ରା ପରେ ଦର୍ଶନ ପ୍ରସଙ୍ଗରେ ପରବର୍ତ୍ତି ନିଷ୍ପତ୍ତି ନିଆଯିବ ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ କୁମାରଙ୍କ ସୂଚନା ଦେଇଛନ୍ତି। ପୂର୍ବରୁ ବିନା ଭକ୍ତରେ ରଥଯାତ୍ରା ହେବ ବୋଲି ଘୋଷଣା ସରିଛି। ତେବେ ସାଧାରଣ ଦର୍ଶନ ଉପରେ କଟକଣା ଲଗାଯାଇଥିବା ବେଳେ ମହାପ୍ରଭୁଙ୍କର ବିଧି ଅନୁଯାୟୀ ନୀତିକାନ୍ତି ଚାଲିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ କୁମାର ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ