Masthead

ତିନିଦିନ ଶ୍ରୀମନ୍ଦିର ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଶୁକ୍ରବାରଠାରୁ ତିନିଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ । ଏନେଇ ଘୋଷଣା କରିଛି ମନ୍ଦିର ପ୍ରଶାସନ। ସୋମବାରଠାରୁ ନୂଆ କଟକଣାରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଶୁକ୍ରବାର ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି।

ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ। କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି