Masthead

୪ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାରଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଥିଲା ଶ୍ରୀମନ୍ଦିର। କରୋନା କଟକଣା କୋହଳ ହେବାରୁ ପ୍ରାୟ ଚାରି ମାସ ପରେ ଭକ୍ତ ଦର୍ଶନ କଲେ ଶ୍ରୀଜିଉଙ୍କୁ । ୨ଦିନ ପରେ ଆଜି ପୁଣି ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ମନ୍ଦିରକୁ ୪ଘଣ୍ଟା ବନ୍ଦ କରାଯିବ ବୋଲି ଜଣାପଡ଼ିଛି।

ଭାଦ୍ରବ କୃଷ୍ଣ ତୃତୀୟା ତିଥିରେ ଅନୁଷ୍ଠିତ ହେବାକୁ ଥିବା ଏହି ନୀତି ଦ୍ଵିତୀୟ ଭୋଗମଣ୍ଡପ ଭୋଗ ସମ୍ପନ୍ନ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ସମ୍ପାଦିତ ହେବ। ଏହି ୪ଘଣ୍ଟା ମଧ୍ୟରେ ଦ୍ବିତୀୟ ‌ଭୋଗମଣ୍ଡପରେ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି କରାଯିବ। ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିରକୁ ୪ଘଣ୍ଟା ବନ୍ଦ କରାଯିବ ବୋଲି ଜଣାପଡ଼ିଛି। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି