Masthead

ଶ୍ରୀମନ୍ଦିରରେ ହେବ ଆଲୋକୀକରଣ ଓ ଲେଜର ସ୍କାନିଂ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ହେବ ଆଲୋକୀକରଣ ଓ ଲେଜର ସ୍କାନିଂ । ରଥଯାତ୍ରା ସମୟରେ ମରାମତି କାର୍ଯ୍ୟ ଓ ଲେଜର ସ୍କାନିଂ କରାଯିବା ନେଇ ନିଷ୍ପତି ନିଆଯାଇଛି । କୋଣାର୍କ ମନ୍ଦିରରେ ଲେଜର ସ୍କାନିଂ ବ୍ୟବସ୍ଥାର ସଫଳ ପରୀକ୍ଷଣ ପରେ ପୁରୀ ଶ୍ରୀମନ୍ଦିରରେ ଏହା କରିବା ପାଇଁ ନିଷ୍ପତି ନିଆଯାଇଛି ।

ଏହି ବ୍ୟବସ୍ଥା କିଭଳି କରାଯିବ, ସେ ସମ୍ପର୍କରେ ସେବାୟତଙ୍କୁ ବୁଝାଇବା ପାଇଁ ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨ଜଣ ଇଞ୍ଜିନିୟର ନିୟୋଜିତ ରହିବେ । ଲେଜର ସ୍କାନିଂ ଦ୍ୱାରା ଶ୍ରୀମନ୍ଦିରର କେଉଁ ସ୍ଥାନରେ ପଥର ଦୁର୍ବଳ ରହିଛି, ତାହା ସହଜରେ ଜାଣିହେବ । ଶ୍ରୀମନ୍ଦିରରେ ଏହି ବ୍ୟବସ୍ଥା ନୂଆ ହୋଇଥିବାରୁ ଏ ସଂପର୍କରେ ଅଧିକ ବୈଠକ କରାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା