Masthead

ଶପଥ ନେବେ ଅସ୍ଥାୟୀ ବାଚସ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କିଏ ହେବେ ବାଚସ୍ପତି ଲାଗିଛି କଳ୍ପନାଜଳ୍ପନା । ତେବେ ଏହାରି ଭିତରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ(ରାଜା) ସ୍ୱାଇଁ ଅସ୍ଥାୟୀ ବାଚସ୍ପତିର ଦାୟିତ୍ୱ ନିର୍ବାହ କରିବେ । ଚଳିତ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ସେ ସର୍ବାଧିକ ୮ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୧୯୯୦ରୁ ଲଗାତର ବିଧାୟକ ଭାବେ ଆଠଗଡ଼ରୁ ନିର୍ବାଚିତ ହୋଇଛନ୍ତି । ଅସ୍ଥାୟୀ ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେବେ ରଣେନ୍ଦ୍ର ।

ପରେ ସେ ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ ପରିଚାଳନା କରିବେ । ୨୦ରେ ନିୟମିତ ବାଚସ୍ପତି ବାଛିବା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ରଣପୁର ବିଧାୟକ ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ ହେବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି