Masthead

ଶ୍ରୀମନ୍ଦିରରେ ପ୍ରଭୁଙ୍କୁ ଦର୍ଶନ କଲେ ଭଡାଟିଆ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଆଜିଠୁ ଭଡାଟିଆ, କର୍ମଜୀବୀ ଓ ଛାତ୍ରଛାତ୍ରୀଙ୍କ ଦର୍ଶନ ଆରମ୍ଭ ହୋଇଛି । ସକାଳ ୭ରୁ ରାତି ୯ଟା ଯାଏଁ ଚାଲିବ ଦର୍ଶନ । ୨ ଦିନ ଧରି ଭଡାଟିଆ, କର୍ମଜୀବୀ ଓ ଛାତ୍ରଛାତ୍ରୀମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ପୁରୀରେ ଭଡାଟିଆ ଲୋକେ ନ୍ଖକ୍ସ ଘର ମାଲିକଙ୍କଠାରୁ ସ୍ୱୀକୃତିପତ୍ର ଆଣି ମହାପ୍ରଭୁଙ୍କ ଦର୍ଶନ କରିବା ବ୍ୟବସ୍ଥା ହୋଇଛି । କର୍ମଜୀବୀମାନେ ନିଯୁକ୍ତି ଦାତାଙ୍କ ପ୍ରମାଣପତ୍ର ଦେଖାଇ ଦର୍ଶନ କରିପାରିବେ । ଏହା ସହ ଆଜି ମଧ୍ୟ ପୁରୀ ବାସିନ୍ଦାଙ୍କ ଦର୍ଶନ ଆଗଭଳି ଜାରି ରହିଛି । ପ୍ରଥମ ସିପ୍ଟରେ ୨୩ ଓ ୨୭ ନମ୍ବର ୱାର୍ଡବାସୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଦ୍ୱିତୀୟ ସିପ୍ଟରେ ୨୫ ଓ ୩୦ ନମ୍ବର ୱାଡ, ତୃତୀୟ ସିପ୍ଟରେ ୭ ଓ ୨୭ ନମ୍ବର ୱାଡବାସୀ ମହାପ୍ରଭଙ୍କ ଦର୍ଶନ କରିବେ । ମୁହଁରେ ମାସ୍କ, ହାତ ସାନିଟାଇଜ ସହ ସାମାଜିକ ଦୁରତା ଉପରେ ଦିଆଯାଇଛି ଗୁରୁତ୍ୱ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ