Masthead

ତୃତୀୟ ଲହର ପ୍ରଭାବ ପଡ଼ି ନ ପାରେ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ତୃତୀୟ ଲହରର ବିଶେଷ କିଛି ପ୍ରଭାବ ପଡ଼ି ନ ପାରେ । ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମଣ ବଢିଛି, ତାହା ସେତେ ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଆମେ ଭଲ ସ୍ଥିତିରେ ରହିବା ପରି ଲାଗୁଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର । ସେ କହିଛନ୍ତି ସେରୋ ସର୍ଭେ ରିପୋର୍ଟ ମଧ୍ୟ ବହୁତ ଭଲ ଆସିଛି । ସମସ୍ତ ବର୍ଗର ଲୋକଙ୍କ ଶରୀରରେ ଭଲ ଆଣ୍ଟିବଡି ବିକଶିତ ହୋଇଛି ।

ସ୍ୱାସ୍ଥ୍ୟକର୍ମୀଙ୍କର ୯୩ ପ୍ରତିଶତ ଓ ସାଧାରଣ ଲୋକଙ୍କର ୭୩ ପ୍ରତିଶତ ଆଣ୍ଟିବଡି ବିକଶିତ ହୋଇଛି । ଟିକା ନେଇଥିବା ଲୋକଙ୍କର ବି ଭଲ ଆଣ୍ଟିବଡି ରହିଛି । କୋଭିସିଲ୍ଡ ଓ କୋଭାକ୍ସିନ ଭିତରେ କିଛି ତଫାତ ନଥିବା ଜଣାପଡିଛି । ଏହାବାଦ ଗ୍ରାମଞ୍ଚଳ ଲୋକଙ୍କଠାରେ ବି ଭଲ ଆଣ୍ଟିବଡି ବିକଶିତ ହୋଇଛି । ରାଜ୍ୟରେ ଏବେ କରୋନା ନିୟନ୍ତ୍ରଣରେ ଅଛି । ଭୁବନେଶ୍ୱର, କଟକରେ କିଛି ଅଧିକ ରହୁଛି । ଆସନ୍ତା ନଭେମ୍ବର ପର୍ଯ୍ୟନ୍ତ କଟକଣାକୁ କଡାକଡି ଭାବେ ପାଳନ କରିବାକୁ ଡା. ମହାପାତ୍ର ପରାମର୍ଶ ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି