Masthead

ଟଳିଲା ବାତ୍ୟା ଗୁଲାବ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ ):  ଟଳିଲା ବାତ୍ୟା ଗୁଲାବ ।   ଶ୍ରୀକାକୁଲମର ସନ୍ଥଗୁଡ଼ା ଠାରେ ସ୍ଥଳଭାଗ ଛୁଇଁଛି ବାତ୍ୟା  ।   ହେଲେ ଏହି ସାମୁଦ୍ରିକ ଝଡ଼ ଗୁଲାବର ବିଶେଷ ପ୍ରଭାବ ଅନୁଭୂତ ହୋଇନାହିଁ  । ଲ୍ୟାଣ୍ଡଫଲ ସମୟରେ ପବନର  ବେଗ ୭୦ କିମି ରହିଥିଲା  ା ଏହା ୬ ଘଣ୍ଟା ଭିତରେ ଦୁର୍ବଳ ହେବ  ।

କେରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିଲା  ।  ଏହା ପ୍ରଭାବରେ ଆନ୍ଧ୍ରପ୍ରଦେଶର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ବାତ୍ୟା ‘ଗୁଲାବ’ର ପ୍ରଭାବ ବିଶେଷ ଭାବେ ଭାରତ ଉପରେ ପଡ଼ିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ