Masthead

ଆତଙ୍କ ଖେଳାଇଛି ବାଘ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ଚଡେଇପଙ୍କ ମହାନଦୀ ଘାଟ ନିକଟରେ ଏକ କଲରା ପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇଛନ୍ତି । ଆଜି ସକାଳୁ ସ୍ଥାନୀୟ ଲୋକେ ବାଘକୁ ବୁଲୁଥିବା ଦେଖିଥିଲେ । ପରେ ଉଲୁଣ୍ଡା ବନବିଭାଗକୁ ଖବର ଦେଇଥିଲେ । ତେବେ ବନ ବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ବାଘକୁ ଟ୍ରାକିଂ କରୁଥିବା ସୂଚନା ମିଳିଛି । ତେବେ ବାଘଟି ନିକଟସ୍ଥ ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି