Masthead

ପାୱାରତଲାରେ ବାଛୁରୀକୁ ମାରିଲା ବାଘ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଅମାନାରା ବିଟ ପାୱାରତଲାରେ ବାଘ ଆତଙ୍କ । ପାୱାରତଲାରେ ବାଛୁରୀକୁ ମାରିଲା ବାଘ । ୨ ଦିନ ତଳେ ବେଲରଦନା ଗାଁର ଏକ ଗୁହାଳରେ ପଶି ଏକ ବାଛୁରୀକୁ ମାରି ଖାଇଥିବା ବେଳେ ଆଜି ମଧ୍ୟ ପାୱାରତଲା ଗାଁର ଏକ ଗୁହାଳରୁ ବାଛୁରୀକୁ ଟାଣି ନେଇ ଖାଇଥିବା ସୂଚନା ମିଳିଛି । ଗତ କାଲି ରାତିରେ ପାୱାରତଲା ଗାଁର ଚିଟିରାମ ସତନାମୀ ନିଜ ଗୁହାଲରେ ଗାଈ ଓ ବାଛୁରୀକୁ ବାନ୍ଧି ରଖିଥିଲେ । ବିଳମ୍ବିତ ରାତିରେ ମୁଷରଙ୍ଗୀ ଜଙ୍ଗଲରୁ ଶିକାର ପାଇଁ ବାହାରିଥିଲା ବାଘ । ତେବେ ବାଘଟି ପାୱାରତଲା ଗାଁର ଚିଟିରାମଙ୍କ ଗୁହାଲରେ ପଶି ବାଛୁରୀକୁ ଟାଣି ନେଇ ଖାଇ ଯାଇଛି । ଏହି ଘଟଣା ପରେ ଆତଙ୍କିତ ହୋଇ ପଡିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ