Masthead

ନୂତନ ବର୍ଷରୁ ବଦଳିବ ଟୋଲଗେଟ ନିୟମ

ପିପିଲି(ବଡ଼ ଖବର ବ୍ୟୁରୋ): ଟୋଲ ପ୍ଲାଜାରେ ଫାଷ୍ଟଟାଗ୍ ବ୍ୟବହାରକୁ କଡାକଡି କରାଯିବ । ଜାନୁଆରୀ ୧ରୁ ବିଭିନ୍ନ ଅଂଚଳରେ ଟୋଲଗେଟ ମାନଙ୍କରେ ଗାଡି ଚାଳକଙ୍କଠୁ ଟୋଲ ଫିସ ବାବଦରେ ଟଙ୍କା ଗ୍ରହଣ କରାଯିବ ନାହିଁ । ଟଙ୍କା ବଦଳରେ ଗାଡିରେ ଲାଗିଥିବା ଫାଷ୍ଟଟାଗ ଟୋଲ ଫିସ ଆଦାୟ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ଫାଷ୍ଟଟାଗ ଟୋଲ ପ୍ଲାଜାରେ ଟ୍ରାଫିକ ସମସ୍ୟା ଦୂର ହେବା ସହ ଅଳ୍ପ ସମୟ ମଧ୍ୟରେ ଗାଡି ଟୋଲଗେଟରୁ ଯାତାୟାତ କରିପାରିବ ବୋଲି ଟୋଲଗେଟ ମ୍ୟାନେଜର କହିଛନ୍ତି । ପୂର୍ବରୁ ଏହି ବ୍ୟବସ୍ଥା ଲାଗୁ କରାଯାଇଥିଲେ ମଧ୍ୟ କରୋନା ପାଇଁ ଏହାକୁ ସାମୟିକ ଭାବେ ବନ୍ଦ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା