Masthead

ଅକ୍ସିଜେନ ଅଭାବର କରୁଣ ଦୃଶ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ସିଜେନ ଅଭାବର କରୁଣ ଦୃଶ୍ୟ । କରୋନା ସଂଙ୍କଟ ସହିତ ଅକ୍ସିଜେନ ଅଭାବର ଭୟାବହ ସ୍ଥିତି ଛାତି ଥରାଇ ଦେଉଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନୂଆଦିଲ୍ଲୀରେ । ଉତ୍ତରପ୍ରଦେଶ ଆଗ୍ରା ସହର ରବି ସିଂଘଲ କରୋନା ରୋଗରେ ପୀଡିତ ହୋଇ ହସ୍ପିଟାଲକୁ ଆସିଥିଲେ । ମାତ୍ର ହସ୍ପିଟାଲରେ ତାଙ୍କୁ ବେଡ ମିଳିନଥିଲା ।

ଫଳରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା । ଅକ୍ସିଜେନ ଅଭାବରୁ ଛଟପଟ ହେଉଥିଲେ । ସେହି ସମୟରେ ତାଙ୍କ ପାଖରେ ଥିବା ତାଙ୍କ ପତ୍ନୀ ରେଣୁ ସିଂଘଲ ସ୍ୱାମୀଙ୍କ ମୁହଁରେ ମୁହଁ ଲଗାଇ ପବନ ଭରିଥିଲେ । ତେବେ ଅକ୍ସିଜେନ ଅଭାବରୁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ