Masthead

ଅଣ୍ଡର ୱାଟର ଚାଲିଲା ଟ୍ରେନ

କୋଲକାତା (ବଡ଼ ଖବର ବ୍ୟୁରୋ): ଭାରତରେ ପ୍ରଥମ ଥର ଲାଗି ଅଣ୍ଡର ୱାଟର ଟ୍ରେନର ଶୁଭାରମ୍ଭ ହୋଇଛି । ବୁଧବାର ପଶ୍ଚିମବଙ୍ଗ ହୁଗୁଳୀ ନଦୀ ତଳେ ଦେଇ ଏହି ଟ୍ରେନ କୋଲକାତାରୁ ହାଓଡାରେ ପହଞ୍ଚିଛି । ଏହି ଟ୍ରେନରେ ଜିଏମପି ଉଦୟ କୁମାର ରେଡ୍ଡୀ ମହାକରନ ଠାରୁ ହାଓଡା ମୈଦାନ ପର୍ଯ୍ୟନ୍ତ ଯାତ୍ରା କରିଥିଲେ । ସେହିପରି ଆଉ କେତେଜଣ କର୍ମଚାରୀ ଆଉ ଏକ ପଥ ଦେଇ ମୈଦାନ ଷ୍ଟେସନ୍‌ରେ ପହଞ୍ଚିଥିଲେ। ଏହି ମେଟ୍ରୋ ଟ୍ରାଏଲ୍‌ ହାଓଡା ମୈଦାନ ଏବଂ ଏସ୍‌ପ୍ଲାନେଡ୍‌ ଷ୍ଟେସନ୍‌ ମଧ୍ୟରେ ୭ ମାସ ଧରି ଚାଲିବ। ଜଳପତ୍ତନଠାରୁ ୩୨ ମିଟର ତଳେ ମେଟ୍ରୋ ଟ୍ରେନ୍‌ ଚଳାଚଳ ପାଇଁ ଏହି ଟନେଲ୍‌ ତିଆରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା