Masthead

ଦନ୍ତା ହାତୀକୁ ଧକ୍କା ଦେଲା ଟ୍ରେନ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ମାଲବାହୀ ଟ୍ରେନ ଧକ୍କାରେ ଦନ୍ତା ହାତୀ ଗୁରୁତର । ଶନିବାର ରାତି ୯ଟା ସମୟରେ ହାତୀଟି ଟ୍ରେନ ଲାଇନ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ ଧକ୍କା ଦେଇଥିଲା । ଫଳରେ ହାତୀଟି ଗୁରୁତର ହୋଇଯାଇଥିବା ସୂଚନା ମିଳିଛି । ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଶଗଡ଼ପଟା ଷ୍ଟେସନ ନିକଟରେ ।

ସେପଟେ ଘଟରାସ୍ଥଳରେ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀଟିକୁ ଉଦ୍ଧାର କରିଛନ୍ତି । ଜିଲ୍ଲା ମେଡିକାଲ ଟିମକୁ ବନ ବିଭାଗ ଖବର ଦେବା ପରେ ଜିଲ୍ଲା ପ୍ରାଣୀ ମେଡିକାଲ ଟିମ ହାତୀଟିକୁ ଚିକିତ୍ସା କରୁଛନ୍ତି । ଚିକିତ୍ସକଙ୍କ କହିବା ଅନୁସାରେ ହାତୀଟିର ଦେହରେ ଓ ପଛ ଡାହାଣ ଗୋଡ଼ରେ ଶକ୍ତ ଆହତ ଲାଗିଛି । ଯାହାଫଳରେ ହାତୀଟି ଗୁରୁତର ହୋଇପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା