Masthead

ହାଇକୋର୍ଟରେ ରତ୍ନଭଣ୍ଡାର ଶୁଣାଣି ଶେଷ

ପୁରୀ(ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ରତ୍ନ ଭଣ୍ଡାର ଖୋଲିବା ମାମଲାର ଶୁଣାଣି ଶେଷ ହୋଇଛି । ଜଷ୍ଟିଶ ସୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠରେ ହେଲା ଶୁଣାଣି ।ଶୁଣାଣି ଶେଷ ପରେ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ । ହାଇକୋର୍ଟରେ ରତ୍ନଭଣ୍ଡାର ଶୁଣାଣି ଶେଷ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ