Masthead

୫ ଗାଡ଼ିକୁ ପିଟିଲା ଟ୍ରକ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ସିରିଜ ଦୁର୍ଘଟଣା ।୫ ଗାଡ଼ିକୁ ପିଟିଲା ଟ୍ରକା କେନ୍ଦୁଝର ଜୁଡ଼ିଆ ସାମଲ ମୋଟର ସମ୍ମୁଖରେ ହୋଇଛି ସିରିଜ୍ ଦୁର୍ଘଟଣା । ୨ଟି ଟ୍ରକ୍ ଓ ୩ଟି ବାଇକ୍କୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ଦୁର୍ଘଟଣାରେ ୩ଟି ବାଇକ୍ ଭାଙ୍ଗି ଚୁରମାର ହୋଇଯାଇଛି । ଏହା ସହ ତିନି ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା