Masthead

ଘର ଉପରକୁ ଚଢ଼ିଗଲା ଟ୍ରକ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ସଦରଥାନ ଅନ୍ତର୍ଗତ ଲାଞ୍ଜିଆ ଗୋପାଳ ସମାଜ ସଭା ଗୃହ ସମ୍ମୁଖରେ ବିଳମ୍ବିତ ରାତିରେ ଦୁର୍ଘଟଣା। ଟ୍ରକଟି ଦ୍ରୁତ ଗତିରେ ଆସିବା ବେଳେ ଭାରସାମ୍ୟ ହରାଇ ନିକଟରେ ଥିବା ଏକ ଅଟୋକୁ ଧକ୍କା ଦେଇ ଅପରପାଶ୍ୱର୍ରେ ଥିବା ଘର ବାରଣ୍ଡା ଉପରକୁ ମାଡ଼ି ଯାଇଥିଲା ।

ସ୍ଥାନୀୟ ଲୋକେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ରହିଛି । କ୍ଷତିପୂରଣ ଦାବିରେ ସ୍ଥାନୀୟ ଗ୍ରାମବାସୀ ରାସ୍ତାରୋକ କରିଛନ୍ତି। ଦୁଇ ଡ୍ରାଇଭର ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ