Masthead

ବାଛୁରୀ ଉପରେ ଚଢ଼ିଗଲା ମାଲ ବୋଝେଇ ଟ୍ରକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଣ୍ଡିଲୋ ଛକ ନିକଟରେ ଘଟିଯାଇଛି ଦୁଃଖଦ ଘଟଣା । ସୂଚନା ଥାଉ କି ରାସ୍ତା କଡରେ ସୋଇଥିବ ଏକ ବାଛୁରୀ ଉପରେ ଦ୍ରୁତ ଗାମିରେ ଆସୁଥିବା ମାଲ ବୋଝଇ ଟ୍ରକ ଚଢିଯାଇଥିଲା । ଫଳରେ ବାଛୁରୀ ଟିର ଦୁଇ ଗୋଡ ସମ୍ପୂର୍ଣ ନଷ୍ଟ ହୋଇଯାଇଛି । ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣା ସ୍ଥଳରୁ ଫେରାର ହୋଇ ଯାଉଥିବା ବେଳେ ସ୍ଥାନୀୟ ଲୋକ ଏହାର ପିଛା କରି ବାଲିଅନ୍ତା ସାଇପନ ଛକ ନିକଟରେ ଅଟକାଇ ଥିଲେ।

ଗାଡ଼ିକୁ ଅଟକ ରଖିବା ସହ ସ୍ଥାନୀୟ ଲୋକ ବାଲିଅନ୍ତା ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ଗାଡିଟିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ଦ୍ରୁତ ଗତି କାରଣରୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକ ମତ ରଖୁଥିବା ବେଳେ ଏଭଳି ଘଟଣାକୁ ନେଇ ପଶୁ ପ୍ରେମୀ ଙ୍କ ମନରେ ଆଘାତ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା