Masthead

ଗୋରୁଙ୍କ ଉପରେ ଚଢିଗଲା ଟ୍ରକ, ୮ଗୋରୁ ମୃତ ୩ ଆହାତ

ଯୋଡା(ବଡ଼ ଖବର ବ୍ୟୁରୋ): ଯୋଡ଼ା ଥାନା, ୫୨୦ ନମ୍ବର ଜାତୀୟ ରାଜପଥ କରଣସାହି ସ୍ମିତା ପେଟ୍ରୋଲ ପମ୍ପ୍ ନିକଟରେ ଅଘଟଣ । ରାସ୍ତା ଉପରେ ଶୋଇଥିବା ଗୋରୁ ପଲଙ୍କ ଉପରେ ଚଢିଗଲା ଅଜଣା ଟ୍ରକ୍ । ଆଜି ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି । ଯୋଡ଼ା ପଟୁ କେନ୍ଦୁଝର ପଟକୁ ଯାଉଥିବା ଏକ ଅଜଣା ଟ୍ରକ୍ ଗୋରୁ ପଲଙ୍କ ଉପରେ ଚଢାଇ ଘଟଣା ସ୍ଥଳରୁ ଖସି ପଲାଇଛି ।

ମୃତ ଗୋରୁପଲଙ୍କ ମଧ୍ୟରେ ୬ଟି ଗାଈ ଓ ୨ ବାଛୁରୀ ରହିଛନ୍ତି । ସେହିପରି ଦୁର୍ଘଟଣାରେ ୩ଟି ଷଣ୍ଢ ଗୁରୁତର ଆହତ ହୋଇଛନ୍ତି । ଯୋଡାର ନନ୍ଦୀ ଗୋ’ ସେବା ସଂଗଠନର କର୍ମକର୍ତ୍ତା ସେଠାରେ ପହଞ୍ଚି ଆହତ ଗୋରୁଙ୍କ ଚିକିତ୍ସା ଆରମ୍ଭ କରିଛନ୍ତି । ସୂଚନାପାଇ ଯୋଡ଼ା ପୋଲିସ୍ ଘଟଣାସ୍ଥଳରେ ପହଁଚି ମୃତ ଗୋରୁଙ୍କୁ ରାସ୍ତା ଉପରୁ ଉଠାଇବା ପାଇଁ ଉଦ୍ୟମ ଚଳାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ