ସ୍କୁଟି ଉପରେ ଚଢିଗଲା ଟ୍ରକ, ଆଖି ବୁଜିଲେ ବାପା-ପୁଅ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଦୁଃଖଦ, ଦାରୁଣ, ହୃଦୟବିଦାରକ । ସ୍କୁଟି ଉପରେ ଚଢିଗଲା ଟ୍ରକ । ଆଖିବୁଜିଲେ ବାପା-ପୁଅ । କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରଜପଥ ପିପିଳିଆ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ସ୍କୁଟି ଉପରେ ଏକ ଲୁହା ରଡ଼ ବୋଝେଇ ଟ୍ରକ୍ ଚଢ଼ି ଯାଇଥିବା ବେଳେ ସ୍କୁଟିରେ ଥିବା ବାପା ପୁଅଙ୍କ ମୃତ୍ୟୁ ଘଟିଛି ।

ମୃତକ ହେଲେ ବାରିଗାଁ ଅଂଚଳର । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟଥିବାବେଳେ ଅନ୍ୟ ଜଣଙ୍କର କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳେ ଉତ୍ତେଜନା ପ୍ରକାଶ ପାଇବା ସହ ଲୋକେ ଏନ୍ ଏଚ ୨୦କୁ ଅବରୋଧ କରି ଗାଡି ଚଳାଚଳ ବନ୍ଦ କରିଛନ୍ତି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’