Masthead

ଅଶାନ୍ତ ରାଜଧାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଶାନ୍ତ ରାଜଧାନୀ । ସହରବାସୀ ଆତଙ୍କିତ। କମିଶନରେଟ ପୁଲିସ ଅପରାଧ ରୋକିବାରେ ହୋଇଛି ବିଫଳ। ଶୁକ୍ରବାର ବିଳମ୍ବିତ ରାତିରେ ନୟାପଲ୍ଲୀ ଥାନା ସଲିଆ ସାହିରେ ୪ ଜଣଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ। ଆକ୍ରମଣର ଶିକାର ହୋଇଥିବା ଟିକି, ସନ୍ତୋଷ ଏବଂ ସୁରେଶ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତି । ସୂଚନା ଅନୁସାରେ ଜୟଦେବ ବିହାରରୁ ବାଇକରେ ୩ ଜଣ ଯୁବକ ରାସ୍ତାରେ ଯାଉଥିବା ପ୍ରତ୍ୟେକ ଲୋକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଳଜ କରୁଥିଲେ।

ଏହି ସମୟରେ ସାଲିଆ ସାହିର ତିନି ଜଣ ଯୁବକ ସେମାନଙ୍କୁ ପ୍ରତିବାଦ କରିବାରୁ ସେମାନଙ୍କୁ ହଠାତ ତଳେ ପକାଇ ମାଡ଼ ମାରିଥିଲେ। ପରେ ଆଉ ୪ ଜଣ ଯୁବକ କାରରୁ ବାହାରି ସନ୍ତୋଷ ଏବଂ ସୁରେଶଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଖବର ପାଇ ଚନ୍ଦ୍ରଶେଖରପୁର ଥାନା ଏବଂ ନୟାପଲ୍ଲୀ ଥାନାର ୪ ପିସିଆର ସମେତ ୬ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା । ଦୁର୍ବୁତ୍ତ ଛାଡି ଯାଇଥିବା ବାଇକ ଓ ମୋବାଇଲକୁ ଜବତ କରବା ସହ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା